Compartir
Agni Saraswati (en Oriya)
Subhashree Subhasmita Mishra
(Autor)
·
Black Eagle Books
· Tapa Blanda
Agni Saraswati (en Oriya) - Mishra, Subhashree Subhasmita
$ 52.446
$ 55.207
Ahorras: $ 2.760
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Lunes 12 de Agosto y el
Lunes 26 de Agosto.
Lo recibirás en cualquier lugar de Argentina entre 1 y 3 días hábiles luego del envío.
Reseña del libro "Agni Saraswati (en Oriya)"
ବେଦରେ ନାରୀର ଦଶନାମ ଓ ଦଶଟି ସଜ୍ଞା । ଭାବ ଓ ଗୁଣ ଦୃଷ୍ଟିରୁ ଏକ ସଜ୍ଞା ଆରେକର ବିରୋଧୀ । ଇଡ଼ା ଓ ରନ୍ତା ଭାବରେ ସେ ମାଧୁର୍ଯ୍ୟ ଓ ରମଣୀ ଭାବର ପ୍ରତୀକ । ହେଲେ ହବ୍ୟା ଭାବରେ ସେ ଅଗ୍ନିକୁ ଅଧିକ ପ୍ରଜ୍ଜ୍ୱଳିତ କରେ । ସେ ସରସ୍ୱତୀ ଏବଂ ଅଦିତି । ସ୍ୱର ଓ ବାଣୀର ସେ ଈଶ୍ୱରୀ, ସମାନ୍ତରାଳରେ ସେ ଅମରତ୍ୱର ମାର୍ଗ । ସେ ଅଦିତି ବା ଅଖଣ୍ଡିତା । ଅଗ୍ନି ଓ ସରସ୍ୱତୀର ମିଶ୍ରଭାବରେ ତାର ପରିଚୟ, ଏକ ଭିନ୍ନ ଏକକ ସୃଷ୍ଟି କରିଥାଏ । 'ଅଗ୍ନି ସରସ୍ୱତୀ' ସେ ବୈଦିକ ଅନୁଭବର ଆଭାସ କି?ଅଗ୍ନି ଓ ସରସ୍ୱତୀ, ଏମାନଙ୍କୁ ଏକପଦୀ ବୋଲି କହି ହେବ କି? ଯେତେବେଳେ ଗୋଟେ କବିତା ସଙ୍କଳନର ନାମ 'ଅଗ୍ନି ସରସ୍ୱତୀ' ସେଠି ଏ ପ୍ରଶ୍ନ ସ୍ୱାଭାବିକ । ଉଗ୍ରତା ଏ କବିତାର ମୂଳପିଣ୍ଡ । ଦହନ ଏ କବିତାର ମଞ୍ଜି । ଶୁଭଶ୍ରୀ ଶୁଭସ୍ମିତା ମିଶ୍ର, ଦ୍ରୋହର କବି । ତାଙ୍କ କବିତାରେ ଜଳିବା ଓ ଜାଳିବାର ଏକ ଆଗ୍ନେୟ ପ୍ରକ୍ରିୟା ରହିଥାଏ । ହେଲେ ଏ କବିତା ବହି, ତା'ର ଏକ ବ୍ୟତିକ୍ରମ । ଗତ ତିନୋଟି ସଙ୍କଳନରେ ଉଗ୍ରତାର ଯେଉଁ ପ୍ରଖର ପ୍ରବାହ, ସେଥିରୁ ମୁକ୍ତ ହେବାର ଏକ ସଚେତନ ପ୍ରୟାସ ଏ ବହିରେ ଅଛି । ଦ୍ରୋହ ଭିତରୁ ଅଙ୍କୁରିତ ହେଉଛି ପ୍ରେମ । ହୁତାଶନରୁ ପ୍ରକାଶିତ ହେଉଛି ଜଳକଣା । ଏ କବିତା ବହି, ଏକ ନୂଆ ବାଟର ଆରମ୍ଭ ।
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.