Compartir
Asami O Anyanya Nataka (ଆସାମୀ ଓ ଅନ୍ୟାନ୍ୟ ନାଟ (en Oriya)
Gourahari Das
(Autor)
·
Black Eagle Books
· Tapa Blanda
Asami O Anyanya Nataka (ଆସାମୀ ଓ ଅନ୍ୟାନ୍ୟ ନାଟ (en Oriya) - Das, Gourahari
$ 43.963
$ 54.954
Ahorras: $ 10.991
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Martes 25 de Junio y el
Martes 09 de Julio.
Lo recibirás en cualquier lugar de Argentina entre 1 y 3 días hábiles luego del envío.
Reseña del libro "Asami O Anyanya Nataka (ଆସାମୀ ଓ ଅନ୍ୟାନ୍ୟ ନାଟ (en Oriya)"
'ଆସାମୀ ଓ ଅନ୍ୟାନ୍ୟ ନାଟକ'ରେ ଯେଉଁ ତିନିଟି ନାଟକ ସଂକଳିତ ହୋଇଛି ସେଗୁଡ଼ିକ ହେଲା 'ଆସାମୀ', 'ନୂଆ ଠିକଣା' ଏବଂ 'ମାୟା' । ଏ ନାଟକଗୁଡ଼ିକ ୨୦୧୬ ଓ ୨୦୧୭ରେ ଯଥାକ୍ରମେ ଉତ୍ତରପୁରୁଷ, ନାଟ୍ୟଚେତନା ଓ ଶତାବ୍ଦୀର କଳାକାର ଦ୍ୱାରା ପ୍ରଥମେ ମଞ୍ଚସ୍ଥ ହୋଇଥିଲା ।ନାଟକ ସଂପର୍କରେ ନାଟକ 'ଆସାମୀ', ନୋଟ୍ ଓ ଭୋଟ୍]ର ରାଜନୀତି ଭିତରେ ଛନ୍ଦି ପଡ଼ିଥିବା, ମାଟି ଓ ଭାଟିର ବିଷଚକ୍ରରୁ ମୁକୁଳି ପାରୁ ନ ଥିବା ଗୋଟେ ସାଧାରଣ ପରିବାରର କାହାଣୀ; ଯେଉଁ ପରିବାର କେବଳ ଚାହୁଁଥଲା, ଦିନରେ ଦୁଇଓଳି ଭାତ, ରାତିରେ ଦି ପହଡ଼ ମିଠା ନିଦ ଏବଂ ଗୋଟେ ଗେଲବସରିଆ ଘରକରଣା । କିନ୍ତୁ ମଝିବାଟରେ ନିଶାପାଣି ଭଳି ଅପଦେବତାର ବିଷବୃଷ୍ଟି ଜାଳିପୋଡ଼ି ଛାରଖାର କରିଦିଏ ସେମାନଙ୍କର ସ୍ୱପ୍ନ । ସମୟକ୍ରମେ ନିଶାସକ୍ତ ମଣିଷ ବୁଝିପାରେ - ଯୋଉ ନିଶାପାଣିକୁ ସେ ଅମୃତ ଭାବି ଦିନେ ଓଠ ପାଖରେ ଧରିଥିଲା, ସେଇ ନିଶାପାଣି ହଳାହଳ ବିଷ ହେଇ ତାର ସୁନା ସଂସାରକୁ ଚୂନା କରିଚି । ମାତ୍ର ସେତେବେଳକୁ ଅନେକ ବିଳମ୍ବ ହୋଇଯାଇଥାଏ । ନିଜର ସ୍ୱପ୍ନ ଓ ସମ୍ଭାବନାଠାରୁ ସେ ଚାଲିଯାଇଥାଏ ଅପହଞ୍ଚ ଦୂରତାକୁ ।ମାଟି, ଭାଟି, ନୋଟ୍ ଓ ଭୋଟ୍]ର ମୁନାଫାଖୋର ପଞ୍ଝା, ନାରୀ ମାଉଁସ ଲୋଭୀ କପଟୀମାନଙ୍କର ଭୋକ ଏବଂ ଠିକାଦାରୀ ଶାସନ ବ୍ୟବସ୍ଥାର ଶିକାର ହୁଏ ଏଇ ସାଧାରଣ ମଣିଷ । କ୍ରମେ ସାଧାରଣ ମଣିଷଟି ପରିଣତ ହୁଏ ସଇତାନ୍]ରେ । ନିରପରାଧ ନାଗରିକଟି ରୂପାନ୍ତରିତ ହୁଏ ଅପରାଧୀରେ । ତା ମଥାରେ ମାରିଦିଆଯାଏ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.