Compartir
Kete Dinara (en Oriya)
Ramakanta Rath
(Autor)
·
Black Eagle Books
· Tapa Blanda
Kete Dinara (en Oriya) - Rath, Ramakanta
$ 33.197
$ 55.328
Ahorras: $ 22.131
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Lunes 19 de Agosto y el
Lunes 02 de Septiembre.
Lo recibirás en cualquier lugar de Argentina entre 1 y 3 días hábiles luego del envío.
Reseña del libro "Kete Dinara (en Oriya)"
ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ ।ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନġ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.