Compartir
Labanga (en Oriya)
Patnaik, Chittaranjan (Autor)
·
Black Eagle Books
· Tapa Blanda
Labanga (en Oriya) - Patnaik, Chittaranjan
$ 36.781
$ 61.301
Ahorras: $ 24.520
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Lunes 15 de Julio y el
Lunes 29 de Julio.
Lo recibirás en cualquier lugar de Argentina entre 1 y 3 días hábiles luego del envío.
Reseña del libro "Labanga (en Oriya)"
ଲବଙ୍ଗର ମୂଳ ହିନ୍ଦି ଲେଖକ ସ୍ୱର୍ଗତ କୁଶବାହା କାନ୍ତ ଏହାକୁ ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଲେଖିଥିଲେ । ସେଥିରେ ସେ ସେତେବେଳର ଅର୍ଥାତ୍] ଦେଶ ସ୍ୱାଧୀନ ହେବାର ଠିକ୍] ପୂର୍ବର ଏବଂ ପରବର୍ତ୍ତୀ କାଳର ସାମାଜିକ ତଥା ଅର୍ଥନୈତିକ ଅବସ୍ଥାର ସୁନ୍ଦର ଭାବରେ ଚିତ୍ରଣ କରିଥିଲେ । ମୋତେ ବହୁତ ଭଲ ଲାଗିଥିଲା, ତେଣୁ ତାକୁ ଓଡ଼ିଆ ଭାଷାରେ ଅନୁବାଦ କରିବାକୁ ମନସ୍ଥ କରିଥିଲି । ଏହି ମୂଳ ପୁସ୍ତକଟି ଲେଖା ହେଲାବେଳେ ସେତେବେଳର ଟଙ୍କା ପଇସା ଆମର ଏବେକାର ଚଳୁଥିବା ଟଙ୍କା ପଇସା ଠାରୁ ଅଲଗା ଥିଲା । ସେତେବେଳେ ଏକ ଟଙ୍କା ଷୋଳ ଅଣା ଏବଂ ଏକ ଅଣା ଚାରି ପଇସା ଥିଲା । ପୁଣି ଏକ ପଇସାର ଅଧାକୁ ଅଧୁଲି କୁହାଯାଉଥିଲା ଏବଂ ପଇସାର ଏକ ତୃତୀୟାଂଶକୁ ପାହୁଲି କୁହାଯାଉଥିଲା । ସେତେବେଳର ବଜାର ଦରଦାମକୁ ନେଇ ଏତିକି କୁହାଯାଇପାରେ ଯେ, ସେତେବେଳେ ସୁନା ଏକଭରି (୧୧.୬୬ ଗ୍ରାମ)ର ମୂଲ୍ୟ ୯୯ ଟଙ୍କା ଥିଲା । ସେହି ପରିପ୍ରେକ୍ଷୀରେ ପାଠକମାନେ ଏହି ବହିଟିକୁ ପଢ଼ିବାକୁ ଅନୁରୋଧ । --- ଚିତ୍ତରଞ୍ଜନ ପଟ୍ଟନାୟକ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.