Feria del libro importado hasta con 40% dcto  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Nai Separira Jhia (en Oriya)
Formato
Libro Físico
Idioma
Oriya
N° páginas
134
Encuadernación
Tapa Blanda
Dimensiones
21.6 x 14.0 x 0.8 cm
Peso
0.18 kg.
ISBN13
9781645603641

Nai Separira Jhia (en Oriya)

Jasobanta Sethi (Autor) · Black Eagle Books · Tapa Blanda

Nai Separira Jhia (en Oriya) - Sethi, Jasobanta

Libro Nuevo

$ 32.916

$ 54.860

Ahorras: $ 21.944

40% descuento
  • Estado: Nuevo
Origen: Estados Unidos (Costos de importación incluídos en el precio)
Se enviará desde nuestra bodega entre el Lunes 19 de Agosto y el Lunes 02 de Septiembre.
Lo recibirás en cualquier lugar de Argentina entre 1 y 3 días hábiles luego del envío.

Reseña del libro "Nai Separira Jhia (en Oriya)"

'ନଈ ସେପାରିର ଝିଅ' ପାଣ୍ଡୁଲିପିସ୍ଥ ଗଳ୍ପଗୁଡ଼ିକର ପ୍ରସଙ୍ଗ, ଚରିତ୍ର ଓ ପରିବେଶ ଭିତରେ ରହିଛି ବିବିଧତା । ପ୍ରେମ ଏବଂ କାରୁଣ୍ୟ, ଦୁଇଟି ଅବିଭାଜ୍ୟ ରାଶି ବୋଲି ପ୍ରତିପାଦିତ କଲାପରେ ଗାଳ୍ପିକ ସ୍ୱକୀୟ ଅନ୍ୟାନ୍ୟ ଗଳ୍ପଗୁଡ଼ିକର ବିବିଧତା ଭିତରେ ସାମାଜିକ ଚିତ୍ର ଓ ଚରିତ୍ରଗୁଡ଼ିକ ପ୍ରତି ତାଙ୍କର ପ୍ରତୀକାତ୍ମକ ବ୍ୟଙ୍ଗ, ବିଦ୍ରୂପ ଓ ଶ୍ଳେଷ ସହ ନିପୀଡ଼ିତ ଜୀବନ ପ୍ରତି ଯେଉଁ ସହାନୁଭୂତି ଏବଂ ସମ୍ବେଦନଶୀଳତା ଆରୋପିଛନ୍ତି, ତାହାହିଁ ଗାଳ୍ପିକଙ୍କର ଗଳ୍ପଚେତନାର ଅଗ୍ରଗାମୀତା । 'ଅପହରଣ' ଗଳ୍ପରେ ଶିଶୁ ଲିପୁନ୍]ର ମନସ୍ତତ୍ତ୍ୱ ଓ 'କୋଇଲି ଦେଇଛି ଚିଠି' ଗଳ୍ପରେ ଅସାର ଜୀବନ ତତ୍ତ୍ୱର ଅବତାରଣା କରୁଥିବା ଗାଳ୍ପିକ ନିଶ ଅଛି ଯାହାର, କୁକୁଡ଼ୁକୁ, ମମତାମେସ୍], ଶ୍ରୀରାଧାଙ୍କ ମାନଭଞ୍ଜନ, ଆପଣଙ୍କର ଚଳେ କି ପ୍ରମୁଖ ଗଳ୍ପରେ କ୍ଳେଦାକ୍ତ ଜୀବନ ପାଇଁ ବିମଳ ହାସ୍ୟର ରୋଷଣୀ ଜଳାଇ ଦେଲାବେଳେ 'ଚୁମ୍]କୀ' ଭଳି ଏକ ହୃଦୟବିଦାରକ ଗଳ୍ପରେ ପାଠକୀୟ ମନଜଗତକୁ ପୁଣିଥରେ ସ୍ତବ୍]ଧ ଏବଂ ବେଦନାର୍ଦ୍ର କରିଦେବେ । ଅଷ୍ଟମ ଗର୍ଭ ଏବଂ ଆଜିଠୁଁ ଲଢ଼େଇ ବନ୍ଦ ଭଳି ଗଳ୍ପମାନଙ୍କରେ ଗାଳ୍ପିକ ପ୍ରମାଣ କରିଛନ୍ତି ନିଜର ସାମାଜିକ ଏବଂ ମାନବିକ ଦାୟବଦ୍ଧତା ।ତେବେ ଏତେ ସହଜ ନୁହେଁ 'ନଈ ସେପାରିର ଝିଅ' ପାଇଁ ନିଜେ ଗୋଟିଏ କଥା ସରିତାର ସୂଅ ପାଲଟିବା । ପୁଣି ଆହୁରି କାଠିକର ପାଠ, ପ୍ରେମିକାର ଢେଉ ଢେଉକା ଅଭଙ୍ଗା ଛବିକୁ ସୂଅ ମୁହଁର ପତର ପରି ସଯତ୍ନେ ଛାଣି ଆଣି ଶ&

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes