Tenes 15% dcto usando el código dFELIZDIAPAPA - Válido del 10 al 16 de Junio, Aplica   Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Neutopia (ନିଉଟୋପିଆ) (en Oriya)
Formato
Libro Físico
Idioma
Oriya
N° páginas
190
Encuadernación
Tapa Blanda
Dimensiones
21.6 x 14.0 x 1.1 cm
Peso
0.24 kg.
ISBN13
9781645603993

Neutopia (ନିଉଟୋପିଆ) (en Oriya)

Satyapriya Mahalik (Autor) · Black Eagle Books · Tapa Blanda

Neutopia (ନିଉଟୋପିଆ) (en Oriya) - Mahalik, Satyapriya

Libro Nuevo

$ 52.446

$ 55.207

Ahorras: $ 2.760

5% descuento
  • Estado: Nuevo
Origen: Estados Unidos (Costos de importación incluídos en el precio)
Se enviará desde nuestra bodega entre el Lunes 12 de Agosto y el Lunes 26 de Agosto.
Lo recibirás en cualquier lugar de Argentina entre 1 y 3 días hábiles luego del envío.

Reseña del libro "Neutopia (ନିଉଟୋପିଆ) (en Oriya)"

ସ୍ୱପ୍ନର ସେ କାଳ୍ପନିକ ରାଜ୍ୟ 'ନିଉଟୋପିଆ' । ଯାହା ଇତିହାସ, କଳ୍ପନା ଓ ବାସ୍ତବତାର ଏକାଧିକ ସଂସ୍କରଣ ହେଇ ପୁନର୍ଲିଖିତ ହେଇ ଚାଲିଥିବ ।ଶଶାନ ଦିରୀ (ଶ୍ମଶାନ ପଥର)ର ପ୍ରତୀକ କାନ୍ଧରେ ପକେଇ ମାଇଲ ମାଇଲ ବାଟ ଚାଲୁଥିବା ସେଇ ଅବୋଧ ଆଦିପୁରୁଷର ବିଶ୍ୱାସ ଓ ତା'ର କାଳକାଳର ପରଂପରା କିପରି ବହିଯାଇଛି କାହାଣୀ ପରେ କାହାଣୀ ହେଇ, ଘନ ଘୋର ଜଙ୍ଗଲରେ ।ଇତିହାସରେ ସେ କଥା ନାହିଁ । ଯେଉଁକଥା ଓ କାହାଣୀ ପାହାଡ଼, ଜଙ୍ଗଲ ଓ ପରଂପରାର ଲୋକକଥାଗୁଡ଼ିକରେ, ପୁରୁଷ ପୁରୁଷର ଅପାସୋରା ଲୋକଗୀତି ସବୁରେ ଲୁଚି ରହିଛନ୍ତି ସେସବୁ ଇତିହାସରେ କାହିଁ?'ନିଉଟୋପିଆର' ପୁନର୍ଲିଖନ ଅସମ୍ଭବ । ଯେପରି ଅସମ୍ଭବ ଇତିହାସର ପ୍ରତିଷ୍ଠିତ ତଥ୍ୟକୁ କାହାଣୀଗୁଡ଼ିକର ଶାଣୁଆ ତୀରରେ ଚିରି ଦେଇପାରିବା ।କେତେଶହ ବର୍ଷ ତଳେ ଶଶାନଦିରୀ ପଥରକୁ ପିଠିରେ ବୋହି ନିଜର ମାଲିକାନୀ ହକ୍ ପ୍ରମାଣିତ କରିବାପାଇଁ ଯେଉଁମାନେ ଜଙ୍ଗଲ, ପାହାଡ଼ ଘେରା ନିଜର ଜମି ଉପରୁ ଉଠିଯାଇଥିଲେ କମିଶନରଙ୍କୁ ଭେଟିବାପାଇଁ; ସେମାନେ ରାସ୍ତାସାରା କେବଳ ଗପ କହିଚାଲିଥିଲେ । ସେଇସବୁ ଗପ ଆଜିବି କେଉଁଠିନା କେଉଁଠି ପାହାଡ଼ କି ଜଙ୍ଗଲ କି ନଈ, ନାଳ ଓ ପଥର, ଫୁଲ ଓ ଫଳ, ସାପ ଓ କେର୍]କେଟା ଚଢ଼େଇମାନଙ୍କ ମୁହଁରେ କଥିତ ହେଉଛନ୍ତି ।ଇତିହାସରେ 'ନିଉଟୋପିଆ'ର ବର୍ଣ୍ଣନା ନାହିଁ । ଲୋକକଥାରେ ଅଛି । ଆଜି ଇତିହାସ ଖୋଜିଲାବେଳେ ମୁଁ ସେହି ମରିହଜିଯାଇଥିବା ଆଦିପୁରୁଷମାନଙ୍କୁ ମନେ ପକଉଛି ।ମନେ ପକଉଛ

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes