Feria del libro importado hasta con 40% dcto  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Sabu Prashnara Uttara (en Oriya)
Formato
Libro Físico
Idioma
Oriya
N° páginas
96
Encuadernación
Tapa Blanda
Dimensiones
21.6 x 14.0 x 0.6 cm
Peso
0.13 kg.
ISBN13
9781645603351

Sabu Prashnara Uttara (en Oriya)

Manindra Kumar Meher (Autor) · Black Eagle Books · Tapa Blanda

Sabu Prashnara Uttara (en Oriya) - Meher, Manindra Kumar

Libro Nuevo

$ 33.197

$ 55.328

Ahorras: $ 22.131

40% descuento
  • Estado: Nuevo
Origen: Estados Unidos (Costos de importación incluídos en el precio)
Se enviará desde nuestra bodega entre el Lunes 19 de Agosto y el Lunes 02 de Septiembre.
Lo recibirás en cualquier lugar de Argentina entre 1 y 3 días hábiles luego del envío.

Reseña del libro "Sabu Prashnara Uttara (en Oriya)"

ଗଭୀର ରାତିରେ ନିଦ ଭାଙ୍ଗିଯାଏ ଅଚାନକ । ହୃଦୟ ମଧ୍ୟରୁ ଉଦ୍]ଗତ ହୁଏ ଅବାରିତ କୋହ । ବକ୍ଷସ୍ଥଳ ବିଦାରିତ କରି ବନ୍ୟାଜଳ ପରି ପ୍ରବାହିତ ହେବାକୁ ଯାଉଥାଏ ଯେଉଁ ଆକୁଳତା ଭରା କ୍ରନ୍ଦନର ସ୍ରୋତ, ତାକୁ ବହୁ ଚେଷ୍ଟା ଦ୍ୱାରା ଅଟକାଇବାକୁ ପଡ଼େ । ଯେଉଁମାନଙ୍କ ଅପୂର୍ବ ସ୍ନେହରେ ହଜିଯାଇଛି ମୁଁ ଗୋଟାପଣେ, ମୋର ଅନ୍ତଃସତ୍ତା, ସେମାନେ ଗଲେ କୁଆଡ଼େ - ଏ ପଶ୍ନ ବ୍ୟତିବ୍ୟସ୍ତ କରିଥାଏ ସାରା ଚେତନାକୁ ।ମୋର ପରମ ପୂଜ୍ୟ ପିତାମହଙ୍କଠାରୁ ଆରମ୍ଭ କରି ସମସ୍ତଙ୍କ ସ୍ମୃତି ଏହିପରି ମୋତେ ଡହଳ ବିକଳ କରିଆସିଛି ସର୍ବଦା । ନିଜ ଅନ୍ତରର ଏହି ଆବେଗକୁ କାଗଜରେ ଢାଳିଦେଲେ, କାଳେ ଲାଭ କରିପାରିବି ସାମାନ୍ୟ ଆଶ୍ୱାସନା; ସେଥିପାଇଁ ଯାହା ଲେଖିହୋଇଯାଇଛି ତାକୁ ଗଳ୍ପ ବୋଲି ଗ୍ରହଣ କରିପାରନ୍ତି ଦରଦୀ ପାଠକମାନେ । ବାସ୍ତବରେ କିନ୍ତୁ ଗଳ୍ପ ରଚନାର ପ୍ରୟାସରୁ ମୁଁ ବହୁ ଦୂରବର୍ତ୍ତୀ ଅଥଚ ସାହିତ୍ୟର ଜଣେ ସାଧାରଣ ଛାତ୍ର ଭାବରେ ଜାଣେ ଯେ ଗଳ୍ପକଳାର କମନୀୟତା ରହିଛି ଏଇଠି । ମୋ ଅନୁଭବର କିୟଦଂଶ ପ୍ରକାଶ କରିପାରିଛି ବୋଲି ଅତୃପ୍ତିର ଦୀର୍ଘଶ୍ୱାସରେ ନିରନ୍ଧ୍ର ଅନ୍ଧକାର ଆଉ ଅଧିକ ଅଥୟ କରିନାହିଁ ମୋତେ । ବରଂ ସ୍ନେହସଜ୍ଜଳ ଆତ୍ମୀୟମାନଙ୍କୁ ସଯତ୍ନେ ସଂରକ୍ଷିତ କରି ରଖିଛି ହୃଦୟର ନିଭୃତ ନିଳୟରେ । ଏଥିରେ ସ୍ଥାନିତ ଗଳ୍ପଗୁଡ଼ିକ ସମ୍ପର୍କରେ ବିଶେଷ ବ୍ୟାଖ୍ୟା ବିଶ୍ଳେଷଣର ପ୍ରୟୋଜନ ନାହିଁ ।

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes