Feria del libro importado hasta con 40% dcto  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Sahasrabdeera Swaksharita Pandulipi (en Oriya)
Formato
Libro Físico
Idioma
Oriya
N° páginas
108
Encuadernación
Tapa Blanda
Dimensiones
21.6 x 14.0 x 0.7 cm
Peso
0.15 kg.
ISBN13
9781645602477
Categorías

Sahasrabdeera Swaksharita Pandulipi (en Oriya)

Praharaj Satyanarayan Nanda (Autor) · Black Eagle Books · Tapa Blanda

Sahasrabdeera Swaksharita Pandulipi (en Oriya) - Nanda, Praharaj Satyanarayan

Libro Nuevo

$ 33.197

$ 55.328

Ahorras: $ 22.131

40% descuento
  • Estado: Nuevo
Origen: Estados Unidos (Costos de importación incluídos en el precio)
Se enviará desde nuestra bodega entre el Lunes 19 de Agosto y el Lunes 02 de Septiembre.
Lo recibirás en cualquier lugar de Argentina entre 1 y 3 días hábiles luego del envío.

Reseña del libro "Sahasrabdeera Swaksharita Pandulipi (en Oriya)"

କବିତା ସାମଗ୍ରିକ ଚେତନାକୁ ପ୍ରଭାବିତ କରୁଥିବା ଅପ୍ରତିହତ ସାଂସ୍କୃତିକ ଧାରା- ଏହା ସମସାମୟିକ ଚେତନାରେ ଯେପରି ଜର୍ଜରିତ, ଐତିହାସିକ ଚେତନାରେ ସେହିପରି ପୁଷ୍ଟ । ଏଇ ""ଐତିହାସିକ' କିନ୍ତୁ ଇତିହାସ ଅର୍ଥରେ ନୁହେଁ । ପ୍ରତ୍ୟେକ କବିର ସ୍ୱତନ୍ତ୍ର ଐତିହ୍ୟ ରହିଛି । ଏହା ଫ୍ରଏଡ୍]ଙ୍କ ଅବଚେତନ ହୋଇପାରେ, କଲରିଜ୍]ଙ୍କ ଋତାବେଶ ହୋଇପାରେ, ମାର୍କସ୍]ଙ୍କ ବସ୍ତୁନିଷ୍ଠ ଦ୍ୱନ୍ଦ୍ୱ ହୋଇପାରେ, ରବୀନ୍ଦ୍ରଙ୍କ ବିଶ୍ୱବୋଧ ହୋଇପାରେ । ତେଣୁ କବିତାର ଧାରା ଏକାଧିକ ଅର୍ଥରେ କ୍ରାନ୍ତିକାରୀ । ସଂଗୀତର ଆରୋହଣ ଓ ଅବରୋହଣ ଛନ୍ଦରେ ଏହା ଗତି କରେନାହିଁ ।ଅନ୍ୱେଷା, ସଂବର୍ତ୍ତ ଓ ପ୍ରବର୍ତ୍ତନ ଏଇ ତିନୋଟି କ୍ରମରେ ଉତ୍କର୍ଷ କଳା ରୂପାୟିତ ହୁଏ । ଏହା ପୃଥ୍ୱୀ ପାଇଁ ଯେପରି ପ୍ରଯୁଜ୍ୟ, ମଣିଷ ପାଇଁ ଅନୁରୂପ । ସ୍ୱକୀୟ ଆବେଶ ବହିର୍ଜଗତରେ ପ୍ରତିରୂପ ଅନ୍ୱେଷଣ କରେ । ଧୃପଦୀ ଧାରଣା, ସମନ୍ୱିତ ସ୍ରଷ୍ଟା, ଅନୁଭୂତିର ତାତ୍ପର୍ଯ୍ୟ ଅନୁଶୀଳନ କରେ । ଏଇ ଅର୍ଥ ଦାର୍ଶନିକ ନିଗଡ଼ରେ ବନ୍ଧା ନୁହେଁ । କାବ୍ୟିକ ଦୃଷ୍ଟି ସହିତ ଅଭିଦୃଷ୍ଟି, ଅନ୍ତର୍ଦୃଷ୍ଟି, ରସଦୃଷ୍ଟି ଓ ସମଷ୍ଟି ଚେତନା ଘନିଷ୍ଠ ଭାବେ ସମ୍ବନ୍ଧିତ । ତେଣୁ ପ୍ରବହମାନ ସଂସ୍କୃତିର ପୁନର୍ମୁଲ୍ୟାୟନ କବିର ଅବଚେତନରେ ହୁଏ । ତା'ର ଅଭିବ୍ୟକ୍ତି ସ୍ୱତଃ ଶକ୍ତିଶାଳୀ ଓ ପ୍ରଣିଧାନ ଯୋଗ୍ୟ ।- ପ୍ରହରାଜ ଶ୍ରୀସତ୍ୟନାରାୟଣ ନନ୍ଦ"

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes